ଜଳିଗଲା ୮ ବଖରା: ନଗଦ ଟଙ୍କା ସହ ସବୁ ଆସବାବପତ୍ର ପୋଡ଼ି ପାଉଁଶ ଖଲ୍ଲିକୋଟ,୨୭ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣପୁର ପଞ୍ଚାୟତର ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ରବିବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୮ ବଖରା ଘର ନଷ୍ଟ ହେବା ସହ ଲକ୍ଷାଧିକ ଟଙ୍କା ଏବଂ ଆସବାବପତ୍ର...