ଘରେ ପଶି ସୁନାଗହଣା ଲୁଟି ନେଇଥିଲେ ୩ ନାବାଳକ, ଚୋରିର ଏମିତି ପର୍ଦ୍ଦାଫାଶ କଲା ପୋଲିସ ଦିଗପହଣ୍ଡି/ପାଟପୁର,୨୩ା୧୦(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନା ନୂଆଗଡ଼ ଗ୍ରାମରେ ଗତ ୯ ତାରିଖ ସାରେ ଘରେ ପଶି ସୁନାଗହଣା ଲୁଟ୍ ଘଟଣାର ପୋଲିସ ବୁଧବାର ପର୍ଦ୍ଦାଫାଶ କରିଛି। ଏହି ମାମଲାରେ ସମ୍ପୃକ୍ତ ୩ ଜଣ ନାବାଳକଙ୍କୁ ପୋଲିସ…