ଦୁର୍ଘଟଣା ହୋଇଛି ପାଣି ଦିଅ କହି ଘରେ ପଶିଲେ, ବନ୍ଧୁକ ଭୁଜାଲି ବେକରେ ଲଗାଇ ଲୁଟିନେଲେ ସର୍ବସ୍ବ ପାଟଣା,୧ା୨(ବୀର କିଶୋର ଦାଶ): ଦୁର୍ଘଟଣା ହୋଇଛି ପାଣି ଦିଅ କହି ପ୍ରଥମେ ଘରର ରୋଷେୟାକୁ ମାଡ଼ ମାରିବା ସହ ବାନ୍ଧି ପକାଇବା ପରେ ଉପର ମହଲାକୁ ଯାଇ ବନ୍ଧୁକ ଓ ଛୁରି ଦେଖାଇ ଗଡ୍ରେଜ୍ରୁ ଶନିବାର ରାତିରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର…