ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ ହେଉଛି । ଶୈବପୀଠ ମଧ୍ୟରୁ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ବଟେଶ୍ୱର,…