ଝଞ୍ଜାବତୀ ନଦୀରୁ ମିଳିଲା ନିଖୋଜ ମା’ର ମୃତଦେହ କୋରାପୁଟ, ୨୮।୭,(ଅମିତାଭ ବେହେରା): ଝଞ୍ଜାବତୀ ନଦୀରୁ ମିଳିଲା ନିଖୋଜ ମା’ର ମୃତଦେହ ଉଦ୍ଧାର। ଡକରିଘାଟି ଗାଁ ନିକଟ ନଦୀରୁ ମୃତଦେହ ଉଦ୍ଧାର କରିଛି ଓଡ୍ରାଫ୍ ଟିମ୍। ଏବେ ମଧ୍ୟ ଝିଅ ନିଖୋଜ ରହିଥିଲା ବେଳ ଉଦ୍ଧାର ପାଇଁ ପ୍ରୟାସ ଚାଲିଛି।...