ମୁଖ୍ୟମନ୍ତ୍ରୀଙ୍କୁ ବଡ଼ ଅନୁରୋଧ କଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, କଲେ ଏହି ଦାବି
ଭୁବନେଶ୍ୱର,୧୭।୯: ରାଞ୍ଚିର ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ମାମଲାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ଲୋଡ଼ି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବି କରିଛନ୍ତି। ରାଞ୍ଚିର ୧୯ ବର୍ଷ ବୟସରେ ଅଭିଷେକ ରବିଙ୍କ ମୃତ୍ୟୁକୁ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ୨୧ରୁ ୫୦ ବର୍ଷ ବୟସର ମହିଳାଙ୍କୁ ମଳିବ ପ୍ରତି ମାସରେ ୧୦୦୦
ରାଞ୍ଚି, ୨୨।୦୭: ରାଜ୍ୟରେ ୨୧ ରୁ ୫୦ ବର୍ଷ ବୟସର ୪୦ ଲକ୍ଷ ମହିଳାଙ୍କୁ ପ୍ରତି ମାସରେ ୧ ହଜାର ଟଙ୍କା ଆର୍ଥିକ ସହାୟତା ଯୋଗାଇଦେବା ଯୋଜନା ଖୁବ ଶୀଘ୍ର କାର୍ଯ୍ୟକାରୀ ହେବ। ଏନେଇ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ସୂଚନା…
ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ପୁଣି ଗିରଫ ହେଲେ କ’ଣ କେଜ୍ରିଓ୍ବାଲଙ୍କ ରାସ୍ତାରେ ଚାଲିବେ? ସାମ୍ନାରେ ରହିଛି ଏହି ୩ ବିକଳ୍ପ
ରାଞ୍ଚି,୫।୭: କଥିତ ଜମି ଦୁର୍ନୀତି ମାମଲାରେ ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ହେଲେ ତାଙ୍କ ରାସ୍ତାର କଣ୍ଟା ଏଯାଏ ସଫା ହୋଇନାହିଁ। ଜେଲ୍ରୁ ବାହାରକୁ ଆସିବା ପରେ ସେ ବଡ଼ ନିଷ୍ପତ୍ତି ନେଇ ପୁଣିଥରେ ମୁଖ୍ୟମନ୍ତ୍ରୀ…
ସରକାରଙ୍କ ବଡ଼ ନିଷ୍ପତ୍ତି, ମହିଳାଙ୍କୁ ପ୍ରତି ମାସରେ ମିଳିବ ୧ ହଜାର ଟଙ୍କା
ରାଞ୍ଚି,୨୧।୦୬: ମହିଳାଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ପାଇଁ ଝାଡ଼ଖଣ୍ଡ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଝାଡ଼ଖଣ୍ଡର ମହିଳାମାନଙ୍କ ଆକାଉଣ୍ଟକୁ ପ୍ରତି ମାସରେ ୧ ହଜାର ଟଙ୍କା ଲେଖାଏଁ ଟ୍ରାନ୍ସଫର କରାଯିବ । ସରକାରଙ୍କ ଏହି ଯୋଜନା ମାଧ୍ୟମରେ…
ଝାଡ଼ଖଣ୍ଡ ରାଜଭବନ ନିଦରୁ ଉଠନ୍ତୁ, ସରକାର ଗଠନ ଲାଗି ଆମକୁ ଆମନ୍ତ୍ରଣ କରନ୍ତୁ: ଚମ୍ପାଇ ସୋରେନ
ରାଞ୍ଚି,୧।୨: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ହେମନ୍ତ ସୋରେନ ଇସ୍ତଫା ଦେବା ପରେ ରାଜନୈତିକ ହଲଚଲ ଆରମ୍ଭ ହୋଇଛି। ଏବେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍ଏମ୍) ସରକାର ଗଠନ ଲାଗି ରାଜ୍ୟପାଳଙ୍କ ଡାକରାକୁ ଅପେକ୍ଷା କରିଛି। ହେଲେ ଏଥିରେ ବିଳମ୍ବ ହେଉଥିବାରୁ ଦଳର ନେତାମାନେ…
ଚମ୍ପଇ ସୋରେନ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୩୧।୧: ଚମ୍ପଇ ସୋରେନ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ ବୋଲି ସୂଚନା ମିଳିଛି। ଇଡି ହେମନ୍ତ ସୋରେନଙ୍କୁ ଗିରଫ କରିବା ପରେ ବିଧାୟକଙ୍କ ସହ ସେ ରାଜଭବନରେ ପହଞ୍ଚି ରାଜ୍ୟପାଳଙ୍କୁ ତାଙ୍କର ଇସ୍ତଫା ଦେଇଛନ୍ତି। ଏହାପରେ ଜେଜେଏମ ଏବଂ କଂଗ୍ରେସ ବିଧାୟକମାନେ…
ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଗିରଫ ହେବା ଆଶଙ୍କା, କ’ଣ ମୁଖ୍ୟମନ୍ତ୍ରୀ ହୋଇପାରିବେ କି ଗିରଫ ? ଜାଣନ୍ତୁ ନିୟମ
ନୂଆଦିଲ୍ଲୀ,୩୧।୧: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଟିମ୍ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ପଚରାଉଚରା କରୁଛି। ବୁଧବାର ମଧ୍ୟାହ୍ନ ସମୟରେ ଇଡି ଟିମ୍ ରାଞ୍ଚିରେ ତାଙ୍କ ବାସଭବନରେ ପହଞ୍ଚିଥିଲେ। କଥିତ ଜମି ଦୁର୍ନୀତି ମାମଲାରେ ଛନ୍ଦି ହୋଇଛନ୍ତି ମୁଖ୍ୟମନ୍ତ୍ରୀ ସୋରେନ୍। ଏହି ସ୍କାମରେ…
Archives


