ଭୁବନେଶ୍ୱର/ରାଞ୍ଚି,୨୦।୧୦: ଭାରତୀୟ ଜନତା ପାର୍ଟି ଝାଡଖଣ୍ଡର ନିର୍ବାଚନୀ ଯୁଦ୍ଧରେ ୬୬ଜଣ ପ୍ରାର୍ଥୀଙ୍କୁ ମଇଦାନକୁ ଓହ୍ଲାଇଛି। ଏହି ପ୍ରାର୍ଥୀଙ୍କ ମଧ୍ୟରେ ବାବୁ ଲାଲ ମାରାଣ୍ଡି, ଚମ୍ପାଇ ସୋରେନ, ସୁଦର୍ଶନ…