Tag Archives: jharkhand

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ଗୁଟ୍‌ଖା-ପାନ ମସଲା ଉପରେ ଲାଗିଲା ବ୍ୟାନ୍‌, ଖାଇଲେ କିମ୍ବା ବିକ୍ରି କଲେ କାର୍ଯ୍ୟାନୁଷ୍ଠାନ

ରାଞ୍ଚି,୧୯।୨: ଝାଡ଼ଖଣ୍ଡର ହେମନ୍ତ ସୋରେନ୍‌ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଗୁଟ୍‌ଖା- ପାନ ମସଲା ଆଦି ଉପରେ ସମ୍ପୂର୍ଣ୍ଣ ଭାବେ ବ୍ୟାନ୍‌ ଲଗାଇ ଦିଆଯାଇଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନୋଟିଫିକେଶନ ଜାରି କରାଯାଇଛି। ଏଭଳି ନିର୍ଦ୍ଦେଶ ପରେ ଝାଡ଼ଖଣ୍ଡ...

ସରିଲା ଭୋଟ୍‌, ଆସିଲା ମହାରାଷ୍ଟ୍ର-ଝାଡ଼ଖଣ୍ଡର ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ସରକାର ଗଢ଼ିବ…

ମୁମ୍ବାଇ/ରାଞ୍ଚି,୨୦ା୧୧: ଇତିମଧ୍ୟରେ ବୁଧବାର ମହାରାଷ୍ଟ୍ର ଓ ଝାଡ଼ଖଣ୍ଡର ସମସ୍ତ ବିଧାନସଭା ଆସନ ପାଇଁ ମତଦାନ ଶେଷ ହୋଇଛି। ମତଦାନ ଶେଷ ହେବା ମାତ୍ରେ ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ ମଧ୍ୟ ସାମ୍ନାକୁ ଆସିଛି। ତେବେ ଜାଣନ୍ତୁ...

ହେମନ୍ତଙ୍କ ପାଇଁ ଗେମ୍ ଚେଞ୍ଜର ସାବ୍ୟସ୍ତ ହୋଇପାରେ ମୈଆ ଯୋଜନା

ନୂଆଦିଲ୍ଲୀ,୧୨।୧୧: ଝାଡ଼ଖଣ୍ଡ ନିର୍ବାଚନରେ ମାଗଣା ଯୋଜନା ସମସ୍ତ ପାର୍ଟି ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଲିଭାଇବାକୁ ଯାଉଛି। ଓଡ଼ିଶା ମଡେଲରେ ସେଠାରେ ସୁଭଦ୍ରା ଭଳି ‘ଗୋ ଗୋ ଦିଦି’ ଯୋଜନା ମାଧ୍ୟମରେ ମହିଳା ମାନଙ୍କୁ ୨୧୦୦ ଟଙ୍କା ଦେଇ ଭୋଟ ହାତେଇବାକୁ...

ଆଜି ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନିକିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡର ଦୁଇଟି ବିଧାନସଭା କ୍ଷେତ୍ର ଷଢ଼େଇକଳା ଖରସୁଆଁ ଓ ସିଂହଭୂମରେ ଆୟୋଜିତ ଦୁଇଟି ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅଞ୍ଚଳରେ...

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ଏତିକି ଆସନରେ ଲଢ଼ିବ ଭାଜପା, ଜାଣନ୍ତୁ ଅନ୍ୟ କେଉଁ ଦଳ କେତୋଟି ଆସନରେ ଲଢ଼ିବେ…

ରାଞ୍ଚି,୧୮ା୧୦: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଏନ୍‌ଡିଏ ମଧ୍ୟରେ ଆସନ ବଣ୍ଟନ ଘୋଷଣା କରାଯାଇଛି। ଶୁକ୍ରବାର ଭାଜପା ଏବଂ ଏଜେୟୁ ରାଞ୍ଚିରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ କରି ଆସନ ବଣ୍ଟନ ନେଇ ଘୋଷଣା କରିଛନ୍ତି। ଝାଡ଼ଖଣ୍ଡର...

ଝାଡ଼ଖଣ୍ଡରେ ବିମାନ ନିଖୋଜ, ପାଇଲଟ୍‌ଙ୍କ ସହ ଥିଲେ…

ରାଞ୍ଚି, ୨୧।୦୮: ଝାଡ଼ଖଣ୍ଡରେ ମଙ୍ଗଳବାର ନିିଖୋଜ ହୋଇଯାଇଥିବା ଏକ ବିମାନର ପତ୍ତା ମିଳିପାରିନାହିଁ । ସରାୟକେଲା-ଖରସାୱାଁ ଜିଲାର ଏକ ବିମାନ ଉଡ଼ାଣ କେନ୍ଦ୍ରରୁ ଉଡ଼ାଣ ଭରିବା ପରେ ବିମାନଟି ନିଖୋଜ ହୋଇଯାଇଥିଲା । ଏହାକୁ ଖୋଜିବାକୁ ଟିମ୍‌ ନିୟୋଜିତ ଅଛନ୍ତି...

ଜଳାଶୟରୁ ମିଳିଲା ୬ ନାବାଳକଙ୍କ ମୃତଦେହ, ପରିବାର ଆଣିଲେ ହତ୍ୟା ଅଭିଯୋଗ

ରାଞ୍ଚି, ୧୭।୦୮: ଝାଡ଼ଖଣ୍ଡର ଦୁଇ ଜଲା ଗଢ଼ୱା ଏବଂ ରାମପୁରରୁ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ମିଳିଥିବା ସୂଚନା ଅନୁସାରେ ଶୁକ୍ରବାର ଦେଓଘର ଏବଂ ଗଢ଼ୱା ଜିଲାର ଜଳାଶୟରୁ ୬ ନାବାଳକଙ୍କ ମୃତଦେହ ଉଦ୍ଧାର କରାଯାଇଛି ।...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ୨୧ରୁ ୫୦ ବର୍ଷ ବୟସର ମହିଳାଙ୍କୁ ମଳିବ ପ୍ରତି ମାସରେ ୧୦୦୦

ରାଞ୍ଚି, ୨୨।୦୭: ରାଜ୍ୟରେ ୨୧ ରୁ ୫୦ ବର୍ଷ ବୟସର ୪୦ ଲକ୍ଷ ମହିଳାଙ୍କୁ ପ୍ରତି ମାସରେ ୧ ହଜାର ଟଙ୍କା ଆର୍ଥିକ ସହାୟତା ଯୋଗାଇଦେବା ଯୋଜନା ଖୁବ ଶୀଘ୍ର କାର୍ଯ୍ୟକାରୀ ହେବ। ଏନେଇ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ...

ଲିଭ୍‌-ଇନ୍‌ରେ ରହୁଥିଲେ ବିବାହିତ ପୋଲିସ ଅଧିକାରୀ, ହାଇକୋର୍ଟ କହିଲେ…

ରାଞ୍ଚି, ୧୪।୦୭: ଝାଡ଼ଖଣ୍ଡ ହାଇକୋର୍ଟ ସେବା ନିୟମକୁ ନେଇ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଜଣେ ବିବାହିତ ପୋଲିସ ଅଧିକାରୀଙ୍କ ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ ମାମଲାକୁ ନେଇ କୋର୍ଟ କହିଛନ୍ତି ଏହା ଜଣେ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରିବା ନିଷ୍ପତ୍ତିକୁ ରଦ୍ଦ କରିବାର...

ଜେଡିୟୁ ବୈଠକରେ ବଡ଼ ଘୋଷଣା, ଝାଡ଼ଖଣ୍ଡରେ ନିର୍ବାଚନ ଲଢ଼ିବେ ନୀତୀଶ ଟିମ୍‌

ନୂଆଦିଲ୍ଲୀ, ୨୯।୦୬: ଦିଲ୍ଲୀରେ ବସିଥିବା ଜନତା ଦଳର କାର୍ଯ୍ୟକାରିଣୀ ବୈଠକରେ ନିର୍ବାଚନକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ଦଳର ସୁପ୍ରିମୋ ତଥା ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର । ଏହି ବୈଠକରେ ଲୋକସଭା ନିର୍ବାଚନକୁ ନେଇ ସମୀକ୍ଷା କରାଯିବା ସହ...

ଝାଡ଼ଖଣ୍ଡରେ ବଡ଼ ପରିବର୍ତ୍ତନ, ହେମନ୍ତ ହୋଇପାରନ୍ତି ମୁଖ୍ୟମନ୍ତ୍ରୀ

ରାଞ୍ଚି, ୨୯।୦୬: ଝାଡ଼ଖଣ୍ଡ ହାଇକୋର୍ଟ ତଥାକଥିତ ଜମି ଘୋଟାଲା ମାମଲାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ଶୁକ୍ରବାର ଜାମିନ୍‌ ପ୍ରଦାନ କରିଛନ୍ତି । ଫଳରେ ହେମନ୍ତ ସୋରେନ୍‌ ପୁଣିଥରେ ସକ୍ରିୟ ରାଜନୀତିକୁ ଓହ୍ଲାଇବା ନେଇ ଜଣାପଡ଼ିଛି । ଆଗକୁ ଆସୁଥିବା...

ସରକାରଙ୍କ ବଡ଼ ନିଷ୍ପତ୍ତି, ମହିଳାଙ୍କୁ ପ୍ରତି ମାସରେ ମିଳିବ ୧ ହଜାର ଟଙ୍କା

ରାଞ୍ଚି,୨୧।୦୬: ମହିଳାଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ପାଇଁ ଝାଡ଼ଖଣ୍ଡ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଝାଡ଼ଖଣ୍ଡର ମହିଳାମାନଙ୍କ ଆକାଉଣ୍ଟକୁ ପ୍ରତି ମାସରେ ୧ ହଜାର ଟଙ୍କା ଲେଖାଏଁ ଟ୍ରାନ୍ସଫର କରାଯିବ । ସରକାରଙ୍କ ଏହି ଯୋଜନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri