Tag Archives: jharsuguda

ଝାରସୁଗୁଡ଼ାରେ ଆନ୍ତର୍ଜାତିକ କ୍ରିକେଟ୍ ଷ୍ଟାଡିୟମ ପାଇଁ ୨୫୦ କୋଟି, ଅଷ୍ଟ୍ରେଲୀୟ ସଂସ୍ଥା କରୁଛି ଡିପିଆର

ଝାରସୁଗୁଡ଼ା,୧୯।୯: ଝାରସୁଗୁଡ଼ାର ମାଳୀମୁଣ୍ଡାସ୍ଥିତ କ୍ରିକେଟ୍ ଷ୍ଟାଡିୟମକୁ ଆନ୍ତର୍ଜାତିକ ସ୍ତରରେ ଉନ୍ନୀତ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ପ୍ରକଳ୍ପ ପାଇଁ ପ୍ରାୟ ୨୫୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ଅଷ୍ଟ୍ରେଲିଆର ଏକ ପ୍ରମୁଖ ସଂସ୍ଥାକୁ ଡିପିଆର…

ସେଲଫି ନେବାବେଳେ ନଦୀରେ ଭାସିଗଲେ ଯୁବକ, ରହିଛି କଂଗ୍ରେସର ଓଡିଶା ବନ୍ଦ ଲିଙ୍କ

ଝାରସୁଗୁଡ଼ା ,୧୭।୭: ଝାରସୁଗୁଡ଼ା ଆକ୍ସିସ ବ୍ୟାଙ୍କରେ କାର୍ଯ୍ୟରତ ଜଣେ ୨୭ ବର୍ଷୀୟ ଯୁବକ ଆଜି ସୋଢ଼ମାଳା ପଞ୍ଚାୟତ ଅନ୍ତର୍ଗତ ଏକ ଶିବ ମନ୍ଦିର ନିକଟରେ ସେଲଫି ନେବା ବେଳେ ଭେଡେନ ନଦୀରେ ଖସି ପଡ଼ି ନିଖୋଜ ହୋଇଛନ୍ତି। ନିଖୋଜ ଯୁବକଙ୍କ ନାମ…

ସ୍କୁଲ୍‌ ଛୁଟି ଘୋଷଣା କଲେ ଜିଲାପାଳ, ଝାରସୁଗୁଡ଼ାରେ ୪୬ ଟପିଲା ତାତି

ଭୁବନେଶ୍ୱର,୨୨।୪: ଓଡ଼ିଶାରେ ଅସହ୍ୟ ଗରମ ଓ ତାତି ଜନିତ ପରିସ୍ଥିତି ମଧ୍ୟରେ ଝାରସୁଗୁଡ଼ା ଜିଲାରେ ତାପମାତ୍ରା ୪୬ ଡିଗ୍ରୀ ସେଲସିୟସ ଛୁଇଁଛି। ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ଓ ନିରାପତ୍ତାକୁ ଦୃଷ୍ଟିରେ ରଖି ଝାରସୁଗୁଡ଼ା ଜିଲାପାଳ ସମସ୍ତ ସରକାରୀ ଓ ବେସରକାରୀ…

ଅପରେଶନ ପୂର୍ବରୁ ଡାକ୍ତର ଖେଳିଲେ ଏମିତି ଖେଳ, ରୋଗୀଙ୍କୁ ହୋଟେଲ ପାଖକୁ ଡାକି…

ଝାରସୁଗୁଡ଼ା, ୧୦।୯: ଲୋକେ ଡାକ୍ତରଙ୍କୁ ଭଗବାନ ଭଳି ବିଶ୍ୱାସ କରନ୍ତି, ହେଲେ ଡାକ୍ତର ଅସ୍ତ୍ରୋପ୍ରଚାର ପୂର୍ବରୁ ରେଗୀଙ୍କୁ ଲାଞ୍ଚ ମାଗିଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଝାରସୁଗୁଡ଼ା ଜିଲାରେ। ଖୋଦ୍‌ ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର ସୌରଭ ସୁପ୍ରୀତ ଲାଞ୍ଚ…

ପଶ୍ଚିମ ଓଡ଼ିଶାରେ ହାଇ କୋର୍ଟର ସ୍ଥାୟୀ ବେଞ୍ଚ ସ୍ଥାପନ ଦାବି: ଝାରସୁଗୁଡାରେ ୧୨ ଘଣ୍ଟିଆ ବନ୍ଦ ପାଳନ

ଝାରସୁଗୁଡା ଅଫିସ,୫।୨- ଦୀର୍ଘ ଦିନ ହେବ ପଶ୍ଚିମ ଓଡ଼ିଶାରେ ହାଇ କୋର୍ଟର ଏକ ସ୍ଥାୟୀ ବେଞ୍ଚ ସ୍ଥାପନ ଦାବି ହୋଇ ଆସୁଛି। ଏହି ଦାବି ନେଇ ସମଗ୍ର ପଶ୍ଚିମ ଓଡ଼ିଶାରେ ବୁଧବାର ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ଝାରସୁଗୁଡାରେ ମଧ୍ୟ…

ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ‘୫-ଟି’ ସଚିବ:ଉତ୍ତମ ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ

ଝାରସୁଗୁଡ଼ା ଅଫିସ/ ଲଖନପୁର,୮।୧(ଡି.ଏନ୍‌.ଏ.):‘୫-ଟି’ ସଚିବ ଭି.କେ. ପାଣ୍ଡିଆନ୍‌ ମଙ୍ଗଳବାର ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିବା ସହ ଏକ ସମୀକ୍ଷା ବୈଠକରେ ଯୋଗଦେଇ ଉତ୍ତମ ସ୍ବାସ୍ଥ୍ୟ ସେବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଭୁବନେଶ୍ୱରରୁ ସ୍ବତନ୍ତ୍ର ଏକ ବିମାନ ଯୋଗେ ଆସି…

ମହଙ୍ଗା ପଡିଲା ପ୍ରେମ

ଝାରସୁଗୁଡା ଅଫିସ/ଲଖନପୁର,୧୨।୧୨(ଡି.ଏନ.ଏ): ଫେସ୍‌ବୁକରେ ଫେକ୍‌ ଆଇଡି ଖୋଲି ଜଣେ ବିବାହିତା ମହିଳାଙ୍କୁ ବ୍ଲାକମେଲିଂ କରିବା ଯୁବକଙ୍କୁ ମହଙ୍ଗା ପଡିଛି। ପୋଲିସ ବେଙ୍ଗାଲୁରୁରୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସୂଚନାଯୋଗ୍ୟ, ଫେସ୍‌ବୁକରେ ଫେକ୍‌ ଆଇଡି ଖୋଲି ଜଣେ ଯୁବକ ଜଣେ ବିବାହିତା…

ଏମ୍‌ସିଏଲ୍‌ ବିସ୍ଥାପିତ, ଥଇଥାନକୁ ନେଇ ଆର୍‌ପିଡିଏସି ବୈଠକ

ଝାରସୁଗୁଡା ଅଫିସ୍‌/ଲଖନପୁର,୧୫।୧୦(ଡି.ଏନ୍‌.ଏ)-ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ୍‌(ଏମ୍‌ସିଏଲ୍‌)ର ବିସ୍ଥାପିତ, ଥଇଥାନ ଆଦି ବହୁବିଧି ସମସ୍ୟାକୁ ନେଇ ମଙ୍ଗଳବାର ଝାରସୁଗୁଡା ଜିଲା ଡିଏମ୍‌ଏଫ୍‌ ସଭାଗୃହରେ ଥଇଥାନ ଓ ପାରିପାର୍ଶ୍ୱିକ ଉନ୍ନୟନ ପରାମର୍ଶ କମିଟି(ଆର୍‌ପିଡିଏସି)ବୈଠକ ଅନୁଷ୍ଠିତ ହୋଇଯାଇଛି ା ଏଥିରେ ଦକ୍ଷିଣାଞ୍ଚଳ ଆର୍‌ଡିସିସି ଟେମ୍‌ଜେନ୍‌ ଓ୍ବାପଙ୍ଗ୍‌, ଉତରାଞ୍ଚଳ…

ସମ୍ବଲପୁରରେ ମୋଦି: ଚିଟ୍‌ଫଣ୍ଡରେ ଯିଏ ବୁଡ଼ିଛନ୍ତି, ସେ କେମିତି ଆପଣଙ୍କ କଥା ବୁଝିବେ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ନିର୍ବାଚନୀ ପ୍ରଚାର ପାଇଁ ମଙ୍ଗଳବାର ଓଡ଼ିଶା ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବଲପୁରରେ ଏକ ସାଧାରଣ ସଭାରେ ଯୋଗଦେଇ ଉଦ୍‌ବୋଧନ ଦେଇଛନ୍ତି। ସମ୍ବଲପୁରର ରେମେଡ୍‌ ଛକ ପଡ଼ିଆରେ ଆୟୋଜିତ ବିଶାଳ ଜନସମାବେଶକୁ ଉଦ୍‌ବୋଧନ ଦେଇ ମୋଦି ରାଜ୍ୟ ସରକାରଙ୍କୁ ଟାର୍ଗେଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri