ହଠାତ୍ ଜଳିଗଲା ATM, ଧୂଆଁ ବାହାରିବା ଦେଖି ଲୋକେ…. ବେଲପାହାଡ଼,୨୦ା୭(ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲାର ବେଲପାହାଡ଼ ରେଳ ଫାଟକ ନିକଟରେ ଥିବା ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI)ର ଏକ ଏଟିଏମରେ ରବିବାର ସକାଳେ ଅଚାନକ ଅଗ୍ନିକାଣ୍ଡ ଘଟିଥିଲା। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଥିଲା । ସ୍ଥାନୀୟ…