ଝାରସୁଗୁଡ଼ା,୧ା୩(ଆଶିଷ ରଞ୍ଜନ ଦାଶ): ଶିଳ୍ପନଗରୀ ଝାରସୁଗୁଡ଼ା ସହ ମାୟାନଗରୀ ମୁମ୍ବାଇକୁ ବିମାନସେବାର ଶୁଭାରମ୍ଭ ହୋଇଛି। ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ ଏହାର ଉଦ୍ଘାଟନ କରିଛନ୍ତି। ଶନିବାର ପୂର୍ବାହ୍ନ…