Tag Archives: jharsuguda

ପଶ୍ଚିମ ଓଡ଼ିଶାରେ ହାଇ କୋର୍ଟର ସ୍ଥାୟୀ ବେଞ୍ଚ ସ୍ଥାପନ ଦାବି: ଝାରସୁଗୁଡାରେ ୧୨ ଘଣ୍ଟିଆ ବନ୍ଦ ପାଳନ

ଝାରସୁଗୁଡା ଅଫିସ,୫।୨- ଦୀର୍ଘ ଦିନ ହେବ ପଶ୍ଚିମ ଓଡ଼ିଶାରେ ହାଇ କୋର୍ଟର ଏକ ସ୍ଥାୟୀ ବେଞ୍ଚ ସ୍ଥାପନ ଦାବି ହୋଇ ଆସୁଛି। ଏହି ଦାବି ନେଇ ସମଗ୍ର ପଶ୍ଚିମ ଓଡ଼ିଶାରେ ବୁଧବାର ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ଝାରସୁଗୁଡାରେ...

ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ‘୫-ଟି’ ସଚିବ:ଉତ୍ତମ ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ

ଝାରସୁଗୁଡ଼ା ଅଫିସ/ ଲଖନପୁର,୮।୧(ଡି.ଏନ୍‌.ଏ.):‘୫-ଟି’ ସଚିବ ଭି.କେ. ପାଣ୍ଡିଆନ୍‌ ମଙ୍ଗଳବାର ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିବା ସହ ଏକ ସମୀକ୍ଷା ବୈଠକରେ ଯୋଗଦେଇ ଉତ୍ତମ ସ୍ବାସ୍ଥ୍ୟ ସେବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଭୁବନେଶ୍ୱରରୁ ସ୍ବତନ୍ତ୍ର ଏକ ବିମାନ ଯୋଗେ...

ମହଙ୍ଗା ପଡିଲା ପ୍ରେମ

ଝାରସୁଗୁଡା ଅଫିସ/ଲଖନପୁର,୧୨।୧୨(ଡି.ଏନ.ଏ): ଫେସ୍‌ବୁକରେ ଫେକ୍‌ ଆଇଡି ଖୋଲି ଜଣେ ବିବାହିତା ମହିଳାଙ୍କୁ ବ୍ଲାକମେଲିଂ କରିବା ଯୁବକଙ୍କୁ ମହଙ୍ଗା ପଡିଛି। ପୋଲିସ ବେଙ୍ଗାଲୁରୁରୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସୂଚନାଯୋଗ୍ୟ, ଫେସ୍‌ବୁକରେ ଫେକ୍‌ ଆଇଡି ଖୋଲି ଜଣେ ଯୁବକ ଜଣେ...

ଏମ୍‌ସିଏଲ୍‌ ବିସ୍ଥାପିତ, ଥଇଥାନକୁ ନେଇ ଆର୍‌ପିଡିଏସି ବୈଠକ

ଝାରସୁଗୁଡା ଅଫିସ୍‌/ଲଖନପୁର,୧୫।୧୦(ଡି.ଏନ୍‌.ଏ)-ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ୍‌(ଏମ୍‌ସିଏଲ୍‌)ର ବିସ୍ଥାପିତ, ଥଇଥାନ ଆଦି ବହୁବିଧି ସମସ୍ୟାକୁ ନେଇ ମଙ୍ଗଳବାର ଝାରସୁଗୁଡା ଜିଲା ଡିଏମ୍‌ଏଫ୍‌ ସଭାଗୃହରେ ଥଇଥାନ ଓ ପାରିପାର୍ଶ୍ୱିକ ଉନ୍ନୟନ ପରାମର୍ଶ କମିଟି(ଆର୍‌ପିଡିଏସି)ବୈଠକ ଅନୁଷ୍ଠିତ ହୋଇଯାଇଛି ା ଏଥିରେ ଦକ୍ଷିଣାଞ୍ଚଳ ଆର୍‌ଡିସିସି ଟେମ୍‌ଜେନ୍‌ ଓ୍ବାପଙ୍ଗ୍‌,...

ସମ୍ବଲପୁରରେ ମୋଦି: ଚିଟ୍‌ଫଣ୍ଡରେ ଯିଏ ବୁଡ଼ିଛନ୍ତି, ସେ କେମିତି ଆପଣଙ୍କ କଥା ବୁଝିବେ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ନିର୍ବାଚନୀ ପ୍ରଚାର ପାଇଁ ମଙ୍ଗଳବାର ଓଡ଼ିଶା ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବଲପୁରରେ ଏକ ସାଧାରଣ ସଭାରେ ଯୋଗଦେଇ ଉଦ୍‌ବୋଧନ ଦେଇଛନ୍ତି। ସମ୍ବଲପୁରର ରେମେଡ୍‌ ଛକ ପଡ଼ିଆରେ ଆୟୋଜିତ ବିଶାଳ ଜନସମାବେଶକୁ ଉଦ୍‌ବୋଧନ ଦେଇ ମୋଦି ରାଜ୍ୟ ସରକାରଙ୍କୁ...

Advertisement
Archives

Model This Week

Why Dharitri