ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି
ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା ଆଶ୍ୱିନ ମାସ ଶୁକ୍ଳ ପକ୍ଷ ଅଷ୍ଟମୀ ତିଥି ୧୮ ରବିବାର ପର୍ଯ୍ୟନ୍ତ ପୂଜା…

