Jhelum

ଝେଲମରେ ପାଣି ଛାଡିଦେଲା ଭାରତ, ପାକିସ୍ତାନରେ ବନ୍ୟା, ଘୋଷଣା ହେଲା Emergency

ନୂଆଦିଲ୍ଲୀ,୨୬।୪: ଶନିବାର ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ)ର ମୁଜାଫରାବାଦରେ ବନ୍ୟା ସତର୍କତା ଜାରି କରାଯାଇଛି। ପ୍ରକୃତରେ, ଶନିବାର ଅପରାହ୍ନରେ ଝେଲମ ନଦୀର ଜଳସ୍ତର ହଠାତ ବୃଦ୍ଧି ପାଇଥିଲା।…

8 months ago