ନୂଆଦିଲ୍ଲୀ,୧୧।୫: ଅନ୍ତର୍ଜାତୀୟ କ୍ରିକେଟ୍ ରୁ ଅବସର ଘୋଷଣା କରିଛନ୍ତି ଇଂଲଣ୍ଡ ଦଳର କିମ୍ବଦନ୍ତୀ ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ। ଲର୍ଡସରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ଇଂଲଣ୍ଡର ଉଦଘାଟନୀ ଟେଷ୍ଟ…