ବିଶ୍ୱରେ ଚାଇନାର ପ୍ରାଧାନ୍ୟ, ପ୍ରଭାବଶାଳୀ ନେତାଙ୍କ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ପଛରେ ପକାଇଲେ ଜିନପିଙ୍ଗ ବେଜିଂ,୧୬।୭: ଏକ ସର୍ଭେରେ ଚାଇନା ଆମେରିକା ତୁଳନାରେ ଭଲ ସ୍ଥିତିରେ ଥିବା ଦର୍ଶାଯାଇଛି। ସମ୍ପ୍ରତି, ପିଉ ରିସର୍ଚ୍ଚ ସେଣ୍ଟର 2026 ଆରମ୍ଭରେ ୩୬ଟି ଦେଶରେ ଏକ ସର୍ଭେ କରିଥିଲା। ଟ୍ରମ୍ପ ଏବଂ ସି ଜିନପିଙ୍ଗଙ୍କ ବିଷୟରେ ଜନମତ ମଧ୍ୟ ମୂଲ୍ୟାଙ୍କନ କରାଯାଇଥିଲା।…