ଜିଓର ବଡ଼ ଧମାକା! ମାତ୍ର ୧୫ ଟଙ୍କାରେ ଆଣିଲା ଅନ୍ଲିମିଟେଡ୍ ୫G ଡାଟା ପ୍ୟାକ୍, ମିଳିବ ହାଇ-ସ୍ପିଡ୍…
ନୂଆଦିଲ୍ଲୀ,୪।୧୧: ରିଲାଏନ୍ସ ଜିଓ ନିଜର କୋଟି କୋଟି ଗ୍ରାହକଙ୍କ ପାଇଁ ଏକ ଶସ୍ତା ଓ ଆକର୍ଷଣୀୟ ଅଫର ନେଇ ଆସିଛି। କମ୍ପାନୀ ମାତ୍ର ୧୫ ଟଙ୍କାରେ ଅନ୍ଲିମିଟେଡ୍ ୫G ଡାଟା ପ୍ୟାକ୍ ଲଞ୍ଚ କରିଛି। ଏହି ପ୍ୟାକ୍ର ବୈଧତା (ଭାଲିଡିଟି) ୨୪…

