ଆଇପିଓ ପୂର୍ବରୁ ଜିଓକୁ ଟାର୍ଗେଟ କଲେ ଏଲନ ମସ୍କ
ବେଙ୍ଗାଲୁରୁ, ୧୨ା୧୦(ରଏଟର୍ସ): ଚଳିତ ମାସ ୨୦ କିମ୍ବା ୨୧ରେ ରିଲାଏନ୍ସ ଜିଓ ଦେଶର ସବୁଠାରୁ ବଡ଼ ଆଇପିଓ(ଇନିସିଆଲ ପବ୍ଲିକ୍ ଅଫରିଂ) ଇସ୍ୟୁ କରିବାକୁ ଯାଉଛି। ଏହି ଆଇପିଓ ମାଧ୍ୟରେ କମ୍ପାନୀ ୧୦୬ ବିଲିୟନ ଡଲାରର ପୁଞ୍ଜି ସଂଗ୍ରହ ଲକ୍ଷ୍ୟ ରଖିଛି। କିନ୍ତୁ…

