ବେଙ୍ଗାଲୁରୁ, ୧୨ା୧୦(ରଏଟର୍ସ): ଚଳିତ ମାସ ୨୦ କିମ୍ବା ୨୧ରେ ରିଲାଏନ୍ସ ଜିଓ ଦେଶର ସବୁଠାରୁ ବଡ଼ ଆଇପିଓ(ଇନିସିଆଲ ପବ୍ଲିକ୍ ଅଫରିଂ) ଇସ୍ୟୁ କରିବାକୁ ଯାଉଛି। ଏହି ଆଇପିଓ ମାଧ୍ୟରେ…