IND vs AUS Semi-Final Live Streaming: ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ସେମିଫାଇନାଲ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍ ଦୁବାଇ,୪।୩: ୨୦୨୫ ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଆଜି ଖେଳାଯିବ। ଏହି ମ୍ୟାଚ ପାଇଁ ଉଭୟ ଦଳ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଭାରତ ଲିଗ ପର୍ଯ୍ୟାୟର ସମସ୍ତ ମ୍ୟାଚ ଜିତି ସେମିଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ...