କେନ୍ଦ୍ରମନ୍ତ୍ରୀଙ୍କ ଜିତନ ରାମ ମାଞ୍ଝିଙ୍କ ନାତୁଣୀଙ୍କୁ ଗୁଳିକରି ହତ୍ୟା କଲେ ସ୍ୱାମୀ ନୂଆଦିଲ୍ଲୀ,୯।୪: ବୁଧବାର ବିହାରର ଗୟାରେ କେନ୍ଦ୍ରମନ୍ତ୍ରୀ ଜିତନ ରାମ ମାଞ୍ଝିଙ୍କ ନାତୁଣୀଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଛନ୍ତି। ଏହି ଘଟଣା ଘଟିଥିଲା ଯେତେବେଳେ ପୀଡିତା ସୁଷମା ଦେବୀ, ତାଙ୍କ ପିଲାମାନେ ଏବଂ ଭଉଣୀ ପୁନମ କୁମାରୀ ଅଟ୍ରି...