ଜିତୁ ମୁଣ୍ଡା ଘଟଣା: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ନବୀନ, ନିବେଦନ କରି କହିଲେ… ଭୁବନେଶ୍ୱର,୨ା୫: କେନ୍ଦୁଝରର ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ନବୀନରେ ଚିଠିରେ ନିବେଦନ କରି ଲେଖିଛନ୍ତି ଯେ, ଅର୍ଥମନ୍ତ୍ରୀ ତୁରନ୍ତ ଏହି ଘଟଣାରେ ହସ୍ତକ୍ଷେପ କରନ୍ତୁ।…