ଯୁଦ୍ଧ ଭିତରେ ମୋଦିଙ୍କୁ ଚିଠି ଲେଖିଲେ ଜିତୁ ପଟଓ୍ବାରୀ ଭୋପାଳ,୧।୩: ଆମେରିକା-ଇସ୍ରାଏଲ ଆକ୍ରମଣ ଏବଂ ଇରାନ ଉପରେ ପ୍ରତିଶୋଧମୂଳକ ଆକ୍ରମଣ ଯୋଗୁ ଦୁବାଇ ଏବଂ ସାରଜାହା ବିମାନବନ୍ଦରରେ ଫସି ରହିଥିବା ମଧ୍ୟପ୍ରଦେଶର ୧୦୦ ରୁ ଅଧିକ ନାଗରିକଙ୍କ ସମେତ ସମସ୍ତ ଭାରତୀୟଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ କଂଗ୍ରେସ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…