ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ ଫଟୋ ସେୟାର କରି ନିଜର ପ୍ରେମ ସମ୍ପର୍କ ବିଷୟରେ ସୂଚନା ଦେବା ପରେ…