ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ ଯୁଦ୍ଧ ଶୀଘ୍ର ଶେଷ ହେବ। ଏହି କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ମୋଦି ଯେଉଁ ଭୂମିକା…