ସିନ୍ଧୁ ଜଳ ଚୁକ୍ତିନାମା କ’ଣ? ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ କାହିଁକି ଏହାକୁ ସ୍ଥଗିତ କଲା ନୂଆଦିଲ୍ଲୀ,୨୪।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକ ଓ ଜଣେ ସ୍ଥାନୀୟ ଘୋଡ଼ା ଚାଳକ ନିହତ ହୋଇଥିଲେ, ତା’ ପରେ ଭାରତ ସରକାର ପାକିସ୍ତାନ ବିରୋଧରେ କଡ଼ା ପଦକ୍ଷେପ...