Pahalgam attack: ଅପରେଟରଙ୍କ ବିଷୟରେ ସାଂଘାତିକ ଖୁଲାସା! ଶ୍ରୀନଗର, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ସମୟରେ ଜଣେ Zipline Operatorଙ୍କ ଦ୍ୱାରା “ଆଲ୍ଲାହୋ ଆକବର” କହୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ତାଙ୍କ ବାପା ଏକ ବୟାନ ଦେଇଛନ୍ତି।...