ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ଜୀବନ ଯାଇଛି । ମୃତ ଯୁବକ ଜଣକ ହେଉଛନ୍ତି ରାଧାକୃଷ୍ଣପଡ଼ାର…