ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ ୨୬ତାରିଖ ପର୍ଯ୍ୟନ୍ତ ଅନଲାଇନରେ ଆବେଦନ କରିପାରିବେ । ଯଦି ସରକାରୀ ବ୍ୟାଙ୍କରେ ଚାକିରି…