ରାଜ୍ୟରେ ଉତ୍କଟ ବେକାରୀ ସମସ୍ୟା: ପଞ୍ଜିକରଣ କରିଛନ୍ତି ୧୨ ଲକ୍ଷ, ୨୦୦୦ଙ୍କୁ ମିଳିଛି ନିଯୁକ୍ତି ଭୁବନେଶ୍ୱର,୬।୧୨: ଗତ ପାଞ୍ଚ ବର୍ଷ ମଧ୍ୟରେ ସରକାରଙ୍କ ନିଯୁକ୍ତି ବିନିମୟ(ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜ) କାର୍ଯ୍ୟାଳୟରେ ୧୨ ଲକ୍ଷରୁ ଅଧିକ ଚାକିରି ଆଶାୟୀ ପଞ୍ଜୀକୃତ ହୋଇଛନ୍ତି, କିନ୍ତୁ ସେମାନଙ୍କ ମଧ୍ୟରୁ ମାତ୍ର ୨୨୭୪ ଜଣଙ୍କୁ ଏପର୍ଯ୍ୟନ୍ତ ନିଯୁକ୍ତ କରାଯାଇଛି। ରାଉରକେଲା ବିଧାୟକ ସାରଦା...