RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ପୋଲିସ ଏହି ଆର୍ଥିକ ଠକେଇ ମାମଲାରେ ସମ୍ପୃକ୍ତ ଜଣେ ଯୁବକଙ୍କୁ…