Tag Archives: job

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ ଯୁବକଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତାଙ୍କର କଠିନ ପରିଶ୍ରମ…

HRଙ୍କ ଗୋଟିଏ ଫୋନ୍‌ କଲ୍‌ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…

ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍‌ଆରଙ୍କଠାରୁ ଏକ ଫୋନ୍‌ କଲ ପାଇଥିଲେ। ସେ ଭାବିଥିଲେ ଏହା ଏକ ସାଧାରଣ କଲ୍‌, କିନ୍ତୁ…

ଆମେରିକାରେ ଆଉ ମିଳିବନାହିଁ ଚାକିରି, ଆଗତ ହେଲା ଏମିତି ବିଲ୍‌

ଓ୍ବାଶିଂଟନ,୨୫ା୪: ଆମେରିକାର ରିପବ୍ଲିକାନ ସାଂସଦଙ୍କ ଏକ ଗ୍ରୁପ୍‌ H-1B ଭିଜା କାର୍ଯ୍ୟକ୍ରମକୁ ତିନି ବର୍ଷ ପାଇଁ ସ୍ଥଗିତ ରଖିବା ପାଇଁ କଂଗ୍ରେସ(ସଂସଦ)ରେ ଏକ ବିଲ୍‌ ଆଗତ କରିଛନ୍ତି। ସେମାନେ ଯୁକ୍ତି ରଖିଛନ୍ତି ଯେ, ଆମେରିକୀୟ କର୍ମଚାରୀଙ୍କୁ ଶସ୍ତା ବିଦେଶୀ କର୍ମଚାରୀଙ୍କ ସହିତ…

ବିମାନବନ୍ଦରରେ କେମିତି ପାଇବେ ଚାକିରି? ଜାଣନ୍ତୁ କ’ଣ ପଢ଼ିଲେ ମିଳିବ ଏହି ସୁଯୋଗ, କେତେ ପାଇବେ ଦରମା…

ନୂଆଦିଲ୍ଲୀ,୨୯ା୩: ବିମାନବନ୍ଦରରେ ଚାକିରି ପାଇବା ଅନେକ ଯୁବତୀ ଯୁବକଙ୍କ ସ୍ବପ୍ନ। ବିମାନବନ୍ଦରରେ କାମ କଲେ ଅନେକ ସୁବିଧା ମିଳିଥାଏ। ଯେଉଁଥିରେ ଭଲ ଦରମା, ବୃତ୍ତିଗତ ପରିବେଶ, ସ୍ମାର୍ଟ ଲାଇଫ୍‌ଷ୍ଟାଇଲ୍‌ ଏବଂ ଉତ୍କୃଷ୍ଟ କ୍ୟାରିଅର ଗଢ଼ିବାର ସୁଯୋଗ ମିଳିଥାଏ। ବିଶେଷକରି ପ୍ରମୁଖ ସହରଗୁଡ଼ିକରେ…

ଇସ୍ରାଏଲ ପ୍ରତିବର୍ଷ ୧୦ ହଜାର ଭାରତୀୟଙ୍କୁ ଦେବ ଚାକିରି? ମୋଦି-ନେତାନ୍ୟାହୁଙ୍କ ବୈଠକରେ ନିଷ୍ପତ୍ତି

ନୂଆଦିଲ୍ଲୀ/ଜେରୁଜେଲମ,୨୮।୨: ଭାରତ ଏବଂ ଇସ୍ରାଏଲ ଗୁରୁବାର (୨୬ ଫେବୃଆରୀ) ରାଜି ହୋଇଛନ୍ତି ଯେ ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ୫୦,୦୦୦ ପର୍ଯ୍ୟନ୍ତ ଅଧିକ ଭାରତୀୟ ଶ୍ରମିକ ଇସ୍ରାଏଲକୁ ଯାଇ ନିଯୁକ୍ତି ପାଇପାରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ…

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ ଦେଶର ନୋଟ୍‌ ଛାପା ସହିତ ଜଡ଼ିତ ଏବଂ ଭଲ ଦରମା ପ୍ରଦାନ କରୁଥିବା ଚାକିରି…

ପ୍ରକୃତ ଖଳନାୟକ AI ନୁହେଁ, ସାମ୍ନାକୁ ଆସିଲା ଛଟେଇର ପ୍ରମୁଖ କାରଣ…

କୃତ୍ରିମ ବୁଦ୍ଧିମତ୍ତା (AI)ର ଏହି ପରିବର୍ତ୍ତିତ ଯୁଗରେ ଛଟେଇ ଖବର ସାମ୍ନାକୁ ଆସୁଛି। ହଜାର ହଜାର ଲୋକଙ୍କୁ ଛଟେଇ କରାଯାଉଛି। ଅନେକ କମ୍ପାନୀ ଆହୁରି ଅଧିକ ଛଟେଇ କାର୍ଯ୍ୟକାରୀ କରିବାକୁ ପ୍ରସ୍ତୁତ ହେଉଛନ୍ତି। କାରଣ ଯାହା ହେଉନା କାହିଁକି ଚାକିରି ହରାଇବା…

୧୨ ଜିଲାରେ ସ୍ଥାପନ ହେବ ୨୩ ଶିଳ୍ପ: ସୃଷ୍ଟି ହେବ ୧୧,୯୩୩ ନିଯୁକ୍ତି

ଭୁବନେଶ୍ୱର,୨୫ା୭(ଅନୁରାଧା ମହାରଣା): ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶାର ସ୍ବପ୍ନକୁ ସାକାର କରିବା ପାଇଁ ଶିଳ୍ପ ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରାଯାଉଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଷ୍ଟେଟ୍‌ ଲେଭଲ ସିଙ୍ଗଲ୍‌ ଓ୍ବିଣ୍ଡୋ କ୍ଲିୟରାନ୍ସ ଅଥରିଟି…

RVUNL Recruitment 2025: ବିଦ୍ୟୁତ୍‌ ବିଭାଗରେ ବମ୍ପର ନିଯୁକ୍ତି, ITI ପାସ୍‌ କରିଥିବା ପିଲା କରିପାରିବେ ଆବେଦନ, ଜାଣନ୍ତୁ କେମିତି…

ଜୟପୁର,୨୪ା୨: ରାଜସ୍ଥାନ ରାଜ୍ୟ ବିଦ୍ୟୁତ୍‌ ଉତ୍ପାଦନ ନିଗମ ଲିମିଟେଡ (RVUNL) ଟେକ୍ନିସିଆନ, ଅପରେଟର ଏବଂ ପ୍ଲାଣ୍ଟ ଆଟେଣ୍ଡାଣ୍ଟ ପଦବୀରେ ନିଯୁକ୍ତି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ କରିଛି। ଯେଉଁମାନେ ଏହି ପଦବୀଗୁଡ଼ିକରେ କାମ କରିବାକୁ ଆଗ୍ରହୀ ଏବଂ ପ୍ରାସଙ୍ଗିକ ଯୋଗ୍ୟତା ରଖିଛନ୍ତି,…

ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତାଙ୍କ ବଡ଼ ଦାବି, ବର୍ଷକୁ ଦରକାର ୮୦ ଲକ୍ଷ ଚାକିରି

ନୂଆଦିଲ୍ଲୀ, ୨୨।୦୭: ଭାରତରେ ପ୍ରତିବର୍ଷ ୮୦ ଲକ୍ଷ ଚାକିରି ସୃଷ୍ଟି କରିବାର ଆବଶ୍ୟକତା ରହିଛି । ଏମିତି ଏକ ବଡ଼ ଦାବି କରିଛନ୍ତି ଭାରତର ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା ନାଗେଶ଼୍ବରନ୍‌ । ଏଥିସହିତ ସେ କହିଛନ୍ତି ଯେ ଅଭିବୃଦ୍ଧି ହାର ଆକଳନ…

ସରକାରଙ୍କ ବଡ଼ ପ୍ଲାନ୍‌: ବାହାରିବ ୫୦ ହଜାର ଚାକିରି, ୭ ଲକ୍ଷ ଲୋକଙ୍କୁ ରୋଜଗାର

ନୋଏ଼ଡା, ୨୯।୦୬: ଆଗାମୀ ୩ ବର୍ଷ ମଧ୍ୟରେ ପ୍ରତ୍ୟକ୍ଷ ଭାବେ ୫୦ ହଜାର ନୂଆ ଚାକିରି ଏବଂ ଅପ୍ରତ୍ୟାଶିତ ଭାବେ ୫ରୁ ୭ ଲକ୍ଷ ଲୋକଙ୍କୁ ରୋଜଗାର ଦେବାକୁ ସରକାର ଯୋଜନା କରୁଥିବା ଜଣାପଡ଼ିଛି । ଉତ୍ତର ପ୍ରଦେଶର ଯୋଗୀ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?