Tag Archives: Joe Biden

ସୁନୀତାଙ୍କୁ ଫେରାଇ ଆଣିବାକୁ ମସ୍କଙ୍କୁ କହିଲେ ଟ୍ରମ୍ପ୍‌: ଆଇଏସ୍‌ଏସ୍‌ରେ ଛାଡ଼ିଦେଇଛନ୍ତି ବାଇଡେନ୍‌

ଓ୍ବାଶିଂଟନ୍‌,୨୯ା୧: ୨୦୨୪ ଜୁନ୍‌ରୁ ଇଣ୍ଟରନ୍ୟାଶନାଲ ସ୍ପେସ୍‌ ଷ୍ଟେଶନ୍‌ (ଆଇଏସ୍‌ଏସ୍‌)ରେ ଫସିରହିଥିବା ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସଙ୍କୁ ପୃଥିବୀ ପୃଷ୍ଠକୁ ଫେରାଇ ଆଣିବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଟେକ୍‌ ଟାଇଟନ୍‌ ଏଲନ୍‌ ମସ୍କଙ୍କ ସହଯୋଗ ଲୋଡ଼ିଛନ୍ତି। ଟ୍ରମ୍ପ୍‌ ନିଜ…

ଗୁରୁତ୍ୱପୂର୍ଣ୍ଣ ବିଲ୍‌ରେ ଦସ୍ତଖତ କଲେ ବାଇଡେନ, ଟଳିଲା ଶଟଡାଉନ୍ ବିପଦ

ନୂଆଦିଲ୍ଲୀ, ୨୧।୧୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଶନିବାର ମଧ୍ୟଭାଗରେ ସରକାରଙ୍କୁ ପାଣ୍ଠି ଯୋଗାଇବା ପାଇଁ କଂଗ୍ରେସ ଦ୍ୱାରା ପାରିତ ହୋଇଥିବା ଆଇନରେ ଦସ୍ତଖତ କରିଛନ୍ତି। ଯାହା ଖ୍ରୀଷ୍ଟମାସ ପୂର୍ବରୁ ଏକ ସରକାରୀ ଶଟଡାଉନ୍ ବିପଦ ଟାଳିଥିବା ହ୍ୱାଇଟ ହାଉସ କହିଛି।…

ବ୍ରାଜିଲରେ ବାଇଡେନ୍‌ଙ୍କୁ ଭେଟିଲେ ମୋଦି

ରିଓ ଡି ଜନେଇରୋ ,୧୮ା୧୧: ଜି୨୦ ସମ୍ମିଳନୀରେ ଯୋଗଦେବା ପାଇଁ ବ୍ରାଜିଲର ରିଓ ଡି ଜନେଇରୋରେ ପହଞ୍ଚତ୍ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସେଠାରେ ଆମେରିକାର ବିଦାୟୀ ରାଷ୍ଟ୍ରପତି ଜୋ ବାଇଡେନ୍‌, ବ୍ରାଜିଲ ରାଷ୍ଟ୍ରପତି ଲୁଲା ଡା ସିଲ୍‌ଭା ଏବଂ ଜାତିସଂଘ…

ନିର୍ବାଚନ ଫଳାଫଳ ପରେ ପ୍ରଥମ ଥର ସାକ୍ଷାତ କଲେ ବାଇଡେନ-ଟ୍ରମ୍ପ; କ୍ଷମତା ହସ୍ତାନ୍ତର ନେଇ ହେଲା ଆଲୋଚନା

ନୂଆଦିଲ୍ଲୀ,୧୩ା୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନ ପରେ ଜୋ ବାଇଡେନ ଏବଂ ଡୋନାଲ୍ଡ ଟ୍ରମ୍ପ ପ୍ରଥମଥର ପାଇଁ ସାକ୍ଷାତ କରିଛନ୍ତି। ବୈଠକ ଆରମ୍ଭରେ ବାଇଡେନ ଟ୍ରମ୍ପଙ୍କୁ ସ୍ୱାଗତ କରିଥିଲେ ଏବଂ ଦୁହେଁ ଓଭାଲ କାର୍ଯ୍ୟାଳୟରେ ଆଲୋଚନା କରିଥିଲେ। ବାଇଡେନ ଟ୍ରମ୍ପଙ୍କୁ କହିଛନ୍ତି ଯେ…

ଇସ୍ରାଏଲକୁ ଟାର୍ଗେଟ କରୁଥିବା ଇରାନର କ୍ଷେପଣାସ୍ତ୍ରକୁ ମାରି ଖସାଇବା ପାଇଁ ନିର୍ଦ୍ଦେଶ ଦେଲେ ବାଇଡେନ

ନୂଆଦିଲ୍ଲୀ,୧ା୧୦: ଇସ୍ରାଏଲ ଉପରେ ଇରାନର ଘନ ଘନ ମିସାଇଲ ଆକ୍ରମଣ ପରେ ପ୍ରତିକ୍ରିୟାଶୀଳ ହୋଇଛି ଆମେରିକା। ହ୍ୱାଇଟ ହାଉସର ଅପଡେଟ୍ ଅନୁଯାୟୀ ରାଷ୍ଟ୍ରପତି ବାଇଡେନ ଆମେରିକାର ସୈନ୍ୟବାହିନୀକୁ ଇରାନର ଆକ୍ରମଣରୁ ଇସ୍ରାଏଲର ପ୍ରତିରକ୍ଷା ତଥା ଇସ୍ରାଏଲକୁ ଟାର୍ଗେଟ କରୁଥିବା କ୍ଷେପଣାସ୍ତ୍ରଗୁଡିକୁ ମାରି…

ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ଦେଲେ ମୋଦି, ଏଥିରେ ରହିଛି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଆମେରିକା ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ପ୍ରଦାନ କରିଛନ୍ତି। ମୋଦି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ ତାଙ୍କ ସ୍ତ୍ରୀ ଜିଲ୍‌ ବାଇଡେନଙ୍କୁ ଏହି ଉପହାର ଦେଇଛନ୍ତି। ବାଇଡେନଙ୍କୁ ମୋଦି ରୁପା ଖଚିତ…

ଚାଲିଥିଲା ସଭା, ମଝିରେ କାନ୍ଦିଲେ ଆମେରିକା ରାଷ୍ଟ୍ରପତି

ଚିକାଗୋ, ୨୦।୦୮: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ ତାଙ୍କର ବିଦାୟୀକାଳିନ ସଭାରେ ଭାବବିହ଼୍ବଳ ହୋଇଛନ୍ତି । ଚିକାଗୋର ଡେମୋକ୍ରାଟିକ୍‌ ନାଶନ୍ୟାଲ୍‌ କନ୍‌ଭେନ୍‌ସନ୍‌ ସେଣ୍ଟରରେ ସୋମବାର ଆୟୋଜିତ ସଭାରେ ସେ ଦେଶବାସୀଙ୍କୁ ସମ଼୍େବାଧନ କରିଥିଲେ । ଉପ-ରାଷ୍ଟ୍ରପତି କମଳା ହାରିସ୍‌ ଏହି ସଭାରେ…

ଇରାନ ଘଟଣା ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କୁ ଗାଳି ଦେଲେ ବାଇଡେନ

ନୂଆଦିଲ୍ଲୀ,୪ା୮: ଇରାନ ରାଜଧାନୀ ତେହେରାନରେ ହାମାସ ମୁଖ୍ୟ ଇସମାଇଲ ହାନିଆଙ୍କ ହତ୍ୟା ପରେ ପଶ୍ଚିମ ଏସିଆରେ ଯୁଦ୍ଧର କଳା ବାଦଲ ଛାଇ ରହିଛି। ହାନିଆଙ୍କ ମୃତ୍ୟୁ ପାଇଁ ଉଭୟ ହାମାସ ଏବଂ ଇରାନ ଇସ୍ରାଏଲକୁ ଦାୟୀ କରିଛନ୍ତି। ତେବେ ଏହି ଆକ୍ରମଣ…

ବଡ଼ ଯୁଦ୍ଧ ଆଶଙ୍କା, ଯୁଦ୍ଧପୋତ ଓ ଲଢ଼ୁଆ ବିମାନ ପଠାଇଲା ଆମେରିକା

ୱାଶିଂଟନ,୦୩।୦୮: ପଶ୍ଚିମ ଏସିଆରେ ବଢ଼ୁଥିବା ତିକ୍ତତା ମଧ୍ୟରେ ଆମେରିକା ମଧ୍ୟ ଉକ୍ତ ଅଞ୍ଚଳରେ ନିଜ ସୈନ୍ୟଶକ୍ତି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି । ପଶ୍ଚିମ ଏସିଆରେ ଅଧିକ ଯୁଦ୍ଧ ଜାହଜ ଏବଂ ଲଢ଼ୁଆ ବିମାନ ନିୟୋଜିତ କରିବାକୁ ଆମେରିକା ପଦକ୍ଷେପ ନେଇଛି…

ରାଷ୍ଟ୍ରପତି ଦୌଡ଼ରୁ ଓହରିଲେ ବାଇଡେନ୍‌: କମଲା ହାରିସ୍‌ ହେବେ ଡେମୋକ୍ରାଟିକ୍‌ ପ୍ରାର୍ଥୀ

ଓ୍ବାଶିଂଟନ,୨୨ା୭ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ରବିବାର ହ୍ବାଇଟ୍‌ ହାଉସ୍‌ ଦୌଡ଼ରୁ ଓହରିଯାଇଛନ୍ତି। ଆସନ୍ତା ନଭେମ୍ବର ୫ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ଡେମୋକ୍ରାଟିକ୍‌ ପାର୍ଟିରୁ ସେ ଲଢ଼ିବେ ନାହିଁ ବୋଲି ଏକ୍ସ’ରେ ସ୍ପଷ୍ଟ କରିଛନ୍ତି। ଜାତୀୟ ଓ ଦଳୀୟ ସ୍ବାର୍ଥ…

ବାଇଡେନ୍‌ ଓହରିଲେ କିଏ ହେବେ: ରାଷ୍ଟ୍ରପତିଙ୍କ ଉପରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ଚାପ

ନୂଆଦିଲ୍ଲୀ,୧ା୭: ଆମେରିକା ପ୍ରେସିଡେନ୍ସିଆଲ ଡିବେଟ୍‌ରେ ଗୁରୁବାର ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଦୁର୍ବଳ ପ୍ରଦର୍ଶନ ଡେମୋକ୍ରାଟ୍ସଙ୍କ ମଧ୍ୟରେ ପରାଜୟର ଭୟ ସୃଷ୍ଟି କରିଛି। ୨୦୨୪ ନଭେମ୍ବରରେ ହେବାକୁ ଥିବା ନିର୍ବାଚନରେ ରିପବ୍ଲିକାନ୍‌ ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଟକ୍କର ଦେବା ପାଇଁ ୮୧ ବର୍ଷୀୟ ବାଇଡେନ୍‌…

ରାଷ୍ଟ୍ରପତି ନିର୍ବାଚନ ଦୌଡ଼ରେ ଦୁଇ ବଡ଼ ପ୍ରତିଦ୍ୱନ୍ଦ୍ୱୀ, ଫଳାଫଳକୁ ଅପେକ୍ଷା

ଓ୍ବାଶିଂଟନ,୮ା୫: ନଭେମ୍ବରରେ ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ରିପବ୍ଲିକାନ ଏବଂ ଡେମୋକ୍ରାଟିକ୍‌ ଦଳ ମଧ୍ୟରେ ପ୍ରାର୍ଥୀ ଚୟନ କରିବାକୁ ପ୍ରାଥମିକ ନିର୍ବାଚନ ଚାଲିଛି। ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରାଥମିକ ନିର୍ବାଚନରେ ଜିତିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?