ଗଣ୍ଠି ଯନ୍ତ୍ରଣା ପାଇଁ ରୋବୋଟିକ୍ ସର୍ଜରି ସାଧାରଣତଃ ଗଣ୍ଠି ଯନ୍ତ୍ରଣାକୁ ଅଧିକାଂଶ ବାର୍ଦ୍ଧକ୍ୟର ଏକ ଅପରିହାର୍ଯ୍ୟ ଅଂଶ ବୋଲି ଗ୍ରହଣ କରିଥା’ନ୍ତି। ହେଲେ ବାସ୍ତବରେ ବିଭିନ୍ନ କାରଣରୁ ବର୍ତ୍ତମାନ କେବଳ ବୟସ୍କ ନୁହନ୍ତି ଅନ୍ୟମାନଙ୍କଠାରେ ବି ଏହି ସମସ୍ୟା ଦେଖା ଦେଉଛି। ବେଶ୍ କିଛି ବର୍ଷ ଏହାର ଉପଚାର…