ସାମ୍ବାଦିକା ମଧୁମିତାଙ୍କ ହାତଲେଖା ସୁଇସାଇଡ୍ ନୋଟ୍ ଜବତ ଭୁବନେଶ୍ୱର,୧ା୮: ସାମ୍ବାଦିକା ମଧୁମିତାଙ୍କ ସ୍ବାମୀ ଶ୍ରୀଧର ଜେନାଙ୍କୁ ଦିନିକିଆ ରିମାଣ୍ଡରେ ଆଣି ପଚରାଉଚରା କରୁଛି ପୋଲିସ। ଶ୍ରୀଧରଙ୍କୁ ଧଉଳି ଥାନା ଇନ୍ଦିରା କଲୋନୀସ୍ଥିତ ଭଡ଼ାଘରକୁ ନେଇ ପୋଲିସ୍ ଛାନ୍ଭିନ୍ ଚଳାଇଛି। ତେବେଭଡ଼ା ଘରୁ ମଧୁମିତାଙ୍କ ହାତଲେଖା ସୁଇସାଇଡ୍ ନୋଟ୍ ଜବତ...