jumped

ବ୍ରିଜ୍‌ ଉପରେ ସାଇକେଲ ରଖି ମହାନଦୀକୁ ଡେଇଁପଡ଼ିଲେ ଛାତ୍ରୀ

ସମ୍ବଲପୁର,୨୪ା୮: ସମ୍ବଲପୁର ଜିଲାର ଚାଉଁରପୁର ବ୍ରିଜ୍‌ ଉପରୁ ଜଣେ ଛାତ୍ରୀ ଶନିବାର ମହାନଦୀକୁ ଡେଇଁପଡ଼ିଛନ୍ତି। ଛାତ୍ରୀ ଜଣକ ବ୍ରିଜ୍‌ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଛନ୍ତି।…

1 year ago