ଜଙ୍ଗଲରୁ ଦୁର୍ଦ୍ଦାନ୍ତ ମାଓବାଦୀ ଅନ୍ବେଷଙ୍କ ଗଳିତ ମୃତଦେହ ଜବତ, ଏସ୍ପି କହିଲେ ପୂରା ଘଟଣା…
ଫୁଲବାଣୀ/ଦାରିଙ୍ଗବାଡ଼ି,୨୫ା୨(ରାକେଶ କୁମାର ରାଉତ/ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କୁଟିମାହା ଗ୍ରାମ ନିକଟ ପକାରୀ ସଂରକ୍ଷିତ ଜଙ୍ଗଲରୁ ଦୁର୍ଦ୍ଦାନ୍ତ ମାଓବାଦୀ ଅନ୍ବେଷଙ୍କ ଗଳିତ ମୃତଦେହକୁ ପୋଲିସ ଜବତ କରିଛି। ତାଙ୍କୁ ସାଥୀ ତଥା ପୋଲିସ ସ୍କାନରରେ ଥିବା ଦୁର୍ଦ୍ଦାନ୍ତ ମାଓବାଦୀ…
ମୂଷା ପାଇଁ ବସିଥିଲା ଯନ୍ତା, ପଡ଼ିଲା ବିରାଟ ନାଗ, ସୁ ସୁ ଗର୍ଜନ ଶୁଣି…
ଭୁବନେଶ୍ୱର,୨୫ା୨: ମୂଷା ଯନ୍ତାରେ ପଡ଼ିଛି ଏକ ବିରାଟ ନାଗ ସାପ। ଭୁବନେଶ୍ୱର ଶୈଳଶ୍ରୀ ବିହାର ଏଚ୍ଆଇଜି-୧୧୬ ଘରେ ରହୁଥିବା ସୋମ ପଟେଲଙ୍କ ଘରେ ମୂଷା ଧରିବା ପାଇଁ ଏକ ଯନ୍ତା ବସାଯାଇଥିଲା। ବୁଧବାର ସକାଳୁ ଯନ୍ତା ଭିତରେ ସୁ ସୁ ଗର୍ଜନ…
ନାବାଳିକାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର ଉଦ୍ୟମ କରି ଜଙ୍ଗଲରେ ଛାଡ଼ି ଦେଇଥିଲେ ୨ ଯୁବକ, ପୀଡ଼ିତାଙ୍କ ଏମିତି ବୟାନ ପରେ…
ତୁମୁଡ଼ିବନ୍ଧ,୪ା୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ସହ ଜଙ୍ଗଲରେ ଦୁଇ ଯୁବକଙ୍କ ବର୍ବରତା ସହ ନିର୍ଯାତନା ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ଦୁଇ ଅଭିଯୁକ୍ତ ନୀତେଶ ନାୟକ ଓ…
ଦୁଇ ବିଶାଳ ହାତୀଙ୍କ ଭୟଙ୍କର ଲଢ଼େଇ: ବଦଳିଗଲା ଜଙ୍ଗଲ, ଚାରିଆଡ଼ ହେଲା ଧୂଳିମୟ, ଭିଡିଓ ଦେଖିଲେ…
ଜଙ୍ଗଲ ଦୁନିଆ ଯେତିକି ରୋମାଞ୍ଚକର ସେତିକି ଆଶ୍ଚର୍ଯ୍ୟଜନକ ମଧ୍ୟ। ଅନେକ ସମୟରେ ଏଠାରେ ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଥାଏ, ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ ଏବଂ ବିଭ୍ରାନ୍ତ କରିଦିଏ। ଜଙ୍ଗଲ ସହିତ ଜଡ଼ିତ ଏପରି ଏକ ରୋମାଞ୍ଚକର ଭିଡିଓ ସୋସିଆଲ ମିଡିଆରେ…
ଗାଁ ରାସ୍ତାରେ ହାତୀ, ଲୋକେ ଭୟଭୀତ
ନିରାକାରପୁର,୧୫ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳରେ ଦିନକୁ ଦିନ ହାତୀଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଏହି ହାତୀପଲ ଖାଦ୍ୟ ସନ୍ଧାନରେ ଆସି ଗାଁ ମୁହାଁ ହୋଇ କେତେବେଳେ ହାତୀର ଜୀବନ ଯାଉଛି ତ କେତେବେଳେ ମଣିଷର ଜୀବନ ଯାଉଛି।…
ବନ୍ୟପ୍ରାଣୀଙ୍କ ପାଇଁ ଜଙ୍ଗଲରେ ଲଗାଯିବ ଫଳନ୍ତି ଗଛ, ଆଉ ହେବ ନାହିଁ ମଣିଷ-ବନ୍ୟପ୍ରାଣୀ ଲଢେଇ
ଭଞ୍ଜନଗର,୬ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଲାଲସିଂ ନର୍ସରୀ ପରିସରରେ ସୋମବାର ୭୧ ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ ଡିଏଫ୍ଓ ହିମାଂଶୁ ଶେଖର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ବୈଠକରେ ଅତିଥିମାନେ ଯୋଗଦେଇ ଆମେ…
ଜଙ୍ଗଲକୁ ଯାଇଥିବାବେଳେ ଆକ୍ରମଣ କଲା ବାର୍ହା: ଜଣେ ଗୁରୁତର, ଏକାଧିକ ଆହତ
ଦାରିଙ୍ଗବାଡ଼ି,୧୦ା୫(ଅରୁଣ ସାହୁ): ଜଙ୍ଗଲକୁ ଯାଇଥିବାବେଳେ ବାର୍ହା ଆକ୍ରମଣରେ ଜଣେ ଗୁରୁତର ହୋଇଥିବାବେଳେ ଏକାଧିକ ବ୍ୟକ୍ତି ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି। ଗୁରୁତର ବ୍ୟକ୍ତି ହେଲେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳ ସିମନବାଡ଼ି ସେକ୍ସନ ଲାଦାମାଲା ଗ୍ରାମର ମନୋଜ ପ୍ରଧାନ। ଗୁରୁତର ମନୋଜଙ୍କୁ…
ନିଆଁ ଦାଉରୁ ଜଙ୍ଗଲ ସୁରକ୍ଷା, ଜୀବଜନ୍ତୁଙ୍କ ରକ୍ଷା ନେଇ ସଚେତନତା
କେସିଙ୍ଗା,୭ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବଗାଡ଼ ବନସୁରକ୍ଷା ସମିତିର ସଭାପତି ଧନୁ ଭୋଇଙ୍କ ସଭାପତିତ୍ୱରେ ଏକ ସାଧାରଣ ସଭା ଟାଙ୍ଗରା କଟା ପରିସରରେ ବୁଧବାର ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସମିତିର ସମ୍ପାଦକ ତଥା ବନପାଳ ଯଶୋବନ୍ତ ନାଏକଙ୍କ…
ଥମୁନି ଜଙ୍ଗଲ ନିଆଁ: ୫ ମୃତ, ୧୦୦୦ରୁ ଅଧିକ ହେକ୍ଟର ଜଙ୍ଗଲ ପୋଡ଼ି ପାଉଁଶ
ଡେରାଡୁନ୍,୬ା୫: ଉତ୍ତରାଖଣ୍ଡର ଜଙ୍ଗଲରେ ନିଆଁ ଲାଗିବା ଘଟଣା ବନ୍ଦ ହେଉନାହିଁ। ଆଲମୋରା ଏବଂ ବାଗେଶ୍ୱର ସମେତ ଅନେକ ଜିଲାରେ ଜଙ୍ଗଲ ଜଳୁଛି। ଏହି ପରିପ୍ରେକ୍ଷୀରେ, ଆଲମୋରା ଜିଲାର ଜଙ୍ଗଲରେ ନିଆଁ ଲାଗିବା ଘଟଣା ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି। ୧୦ଟି ଜଙ୍ଗଲରେ ନିଆଁ…
ଯେତିକି ଲିଭୁଛି, ସେତିକି ଜଳୁଛି
ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି ଯେତିକି ନିଆଁ ଲିଭାଉଛନ୍ତି ଅନ୍ୟସ୍ଥାନରେ ସେତିକି ଜଳୁଥିବା ଦେଖିବାକୁ ମିଳୁଛି। ନିଆଁ ଲିଭା କାମରେ…
ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍
କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା ଦେଖାଯାଇଛି। କୋରାପୁଟ ସହରରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ଭୋର୍ରୁ ସହର ଭିତରେ ବିରାଟକାୟ…
ଜଳୁଛି ଟେକ୍ସାସ ଜଙ୍ଗଲ: ପରମାଣୁ ଅସ୍ତ୍ରଶସ୍ତ୍ର ୟୁନିଟ୍ରେ କାମ ବନ୍ଦ
ଓ୍ବାଶିଂଟନ,୨୯ା୨: ଟେକ୍ସାସ ଜଙ୍ଗଲରେ ଭୟଙ୍କର ନିଆଁ ଲାଗିଛି। ଫଳରେ ପ୍ରଭାବିତ ଅଞ୍ଚଳରୁ ଲୋକଙ୍କୁ ବୁଧବାର ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଏହା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରି ଏହି ଅଞ୍ଚଳରେ ବିଦ୍ୟୁତ୍ କାଟ୍ ଘଟାଇଥିବା ବେଳେ ପ୍ରବଳ ପବନ, ଶୁଖିଲା ଘାସ…
Archives


