Tag Archives: jungle

ଅକାଳରେ ଜନ୍ମିତ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ଜଗି ରହିଲେ ବନ କର୍ମଚାରୀ

ରିଆମାଳ,୧୭ା୭(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମହାସିନ୍ଧୁ ଗ୍ରାମ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ ଏକ ଅକାଳରେ ଜନ୍ମିତ ହାତୀ ଶାବକର ମୃତ୍ୟୁ ଘଟିଛି। ଗାଈ ଜଗୁଆଳି ତଥା ଗ୍ରାମବାସୀ ଏ ଘଟଣା ଜାଣିଲା ପରେ…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ ଥିବା ସୂଚନା ମିଳିଛି। ଏସ୍‌ଡିପିଓ ଚମ୍ପୁଆ ରଶ୍ମି ରଞ୍ଜନ ସାହୁ ଙ୍କ ନେତୃତ୍ୱରେ…

ଜଙ୍ଗଲରୁ ହାତୀ ଶାବକର ମୃତଦେହ ଜବତ

ରିଆମାଳ,୬ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଶନିବାର ଏକ ଅଣ୍ଡିରା ଶିଶୁ ଶାବକ ହାତୀର ମୃତଦେହ ଜବତ ହୋଇଛି। ଖବର ପାଇ ପ୍ରଥମେ ଫରେଷ୍ଟର ମନ୍ମଥ ବେହେରା, ଫରେଷ୍ଟ ଗାର୍ଡ ବାହାନ…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ କ୍ରମଶଃ ମୃତ୍ୟୁ ମୁଖକୁ ଚାଲିଯାଉଛି। ୩୦ରୁ ୪୦ ବର୍ଷ ପୂର୍ବେ ଏହି ନଦୀର…

ଶିକାର କରିବାକୁ ଘରୁ ଡାକିନେଲେ, ଜଙ୍ଗଲରେ ମୋ’ ସ୍ବାମୀଙ୍କୁ ଗୁଳିକରି ମାରିଥିବା ଅଭିଯୋଗ ଆଣି ସ୍ତ୍ରୀ କହିଲେ…

ତୁମୁଡ଼ିବନ୍ଧ,୨ା୫(ଦୀପକ କୁମାର ପରାସେଠ୍‌): ଶିକାର କରିବାକୁ ଯାଇ ଶବ ପଲଟିଲେ। ସାଥୀ ଶିକାରୀଙ୍କ ଗୁଳିରେ ଚାଲିଗଲା ଜୀବନ। ଘରୁ ଡାକି ନେଇ ଗୁଳିକରି ହତ୍ୟା କରିଛନ୍ତି ବୋଲି ସ୍ତ୍ରୀ ଅଭିଯୋଗ କରିଛନ୍ତି। ଏପରି ଘଟଣା କନ୍ଧମାଳ ଜିଲା ବେଲଘର ଥାନା ଅନ୍ତର୍ଗତ…

ଜଙ୍ଗଲରୁ ଦୁର୍ଦ୍ଦାନ୍ତ ମାଓବାଦୀ ଅନ୍ବେଷଙ୍କ ଗଳିତ ମୃତଦେହ ଜବତ, ଏସ୍‌ପି କହିଲେ ପୂରା ଘଟଣା…

ଫୁଲବାଣୀ/ଦାରିଙ୍ଗବାଡ଼ି,୨୫ା୨(ରାକେଶ କୁମାର ରାଉତ/ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କୁଟିମାହା ଗ୍ରାମ ନିକଟ ପକାରୀ ସଂରକ୍ଷିତ ଜଙ୍ଗଲରୁ ଦୁର୍ଦ୍ଦାନ୍ତ ମାଓବାଦୀ ଅନ୍ବେଷଙ୍କ ଗଳିତ ମୃତଦେହକୁ ପୋଲିସ ଜବତ କରିଛି। ତାଙ୍କୁ ସାଥୀ ତଥା ପୋଲିସ ସ୍କାନରରେ ଥିବା ଦୁର୍ଦ୍ଦାନ୍ତ ମାଓବାଦୀ…

ମୂଷା ପାଇଁ ବସିଥିଲା ଯନ୍ତା, ପଡ଼ିଲା ବିରାଟ ନାଗ, ସୁ ସୁ ଗର୍ଜନ ଶୁଣି…

ଭୁବନେଶ୍ୱର,୨୫ା୨: ମୂଷା ଯନ୍ତାରେ ପଡ଼ିଛି ଏକ ବିରାଟ ନାଗ ସାପ। ଭୁବନେଶ୍ୱର ଶୈଳଶ୍ରୀ ବିହାର ଏଚ୍‌ଆଇଜି-୧୧୬ ଘରେ ରହୁଥିବା ସୋମ ପଟେଲଙ୍କ ଘରେ ମୂଷା ଧରିବା ପାଇଁ ଏକ ଯନ୍ତା ବସାଯାଇଥିଲା। ବୁଧବାର ସକାଳୁ ଯନ୍ତା ଭିତରେ ସୁ ସୁ ଗର୍ଜନ…

ନାବାଳିକାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର ଉଦ୍ୟମ କରି ଜଙ୍ଗଲରେ ଛାଡ଼ି ଦେଇଥିଲେ ୨ ଯୁବକ, ପୀଡ଼ିତାଙ୍କ ଏମିତି ବୟାନ ପରେ…

ତୁମୁଡ଼ିବନ୍ଧ,୪ା୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ସହ ଜଙ୍ଗଲରେ ଦୁଇ ଯୁବକଙ୍କ ବର୍ବରତା ସହ ନିର୍ଯାତନା ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ଦୁଇ ଅଭିଯୁକ୍ତ ନୀତେଶ ନାୟକ ଓ…

ଦୁଇ ବିଶାଳ ହାତୀଙ୍କ ଭୟଙ୍କର ଲଢ଼େଇ: ବଦଳିଗଲା ଜଙ୍ଗଲ, ଚାରିଆଡ଼ ହେଲା ଧୂଳିମୟ, ଭିଡିଓ ଦେଖିଲେ…

ଜଙ୍ଗଲ ଦୁନିଆ ଯେତିକି ରୋମାଞ୍ଚକର ସେତିକି ଆଶ୍ଚର୍ଯ୍ୟଜନକ ମଧ୍ୟ। ଅନେକ ସମୟରେ ଏଠାରେ ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଥାଏ, ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ ଏବଂ ବିଭ୍ରାନ୍ତ କରିଦିଏ। ଜଙ୍ଗଲ ସହିତ ଜଡ଼ିତ ଏପରି ଏକ ରୋମାଞ୍ଚକର ଭିଡିଓ ସୋସିଆଲ ମିଡିଆରେ…

ଗାଁ ରାସ୍ତାରେ ହାତୀ, ଲୋକେ ଭୟଭୀତ

ନିରାକାରପୁର,୧୫ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳରେ ଦିନକୁ ଦିନ ହାତୀଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଏହି ହାତୀପଲ ଖାଦ୍ୟ ସନ୍ଧାନରେ ଆସି ଗାଁ ମୁହାଁ ହୋଇ କେତେବେଳେ ହାତୀର ଜୀବନ ଯାଉଛି ତ କେତେବେଳେ ମଣିଷର ଜୀବନ ଯାଉଛି।…

ବନ୍ୟପ୍ରାଣୀଙ୍କ ପାଇଁ ଜଙ୍ଗଲରେ ଲଗାଯିବ ଫଳନ୍ତି ଗଛ, ଆଉ ହେବ ନାହିଁ ମଣିଷ-ବନ୍ୟପ୍ରାଣୀ ଲଢେଇ

ଭଞ୍ଜନଗର,୬ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଲାଲସିଂ ନର୍ସରୀ ପରିସରରେ ସୋମବାର ୭୧ ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ବୈଠକରେ ଅତିଥିମାନେ ଯୋଗଦେଇ ଆମେ…

ଜଙ୍ଗଲକୁ ଯାଇଥିବାବେଳେ ଆକ୍ରମଣ କଲା ବାର୍‌ହା: ଜଣେ ଗୁରୁତର, ଏକାଧିକ ଆହତ

ଦାରିଙ୍ଗବାଡ଼ି,୧୦ା୫(ଅରୁଣ ସାହୁ): ଜଙ୍ଗଲକୁ ଯାଇଥିବାବେଳେ ବାର୍‌ହା ଆକ୍ରମଣରେ ଜଣେ ଗୁରୁତର ହୋଇଥିବାବେଳେ ଏକାଧିକ ବ୍ୟକ୍ତି ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି। ଗୁରୁତର ବ୍ୟକ୍ତି ହେଲେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳ ସିମନବାଡ଼ି ସେକ୍ସନ ଲାଦାମାଲା ଗ୍ରାମର ମନୋଜ ପ୍ରଧାନ। ଗୁରୁତର ମନୋଜଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?