ବନ୍ଧାହେଲେ ଜୁନିୟର ଆକାଉଣ୍ଟାଣ୍ଟ, ୪ ଦାମୀ ପ୍ଲଟ୍ ସହ ରହିଛି… ସୁନ୍ଦରଗଡ଼,୨୩ା୧୨: ସୁନ୍ଦରଗଡ଼ OSCSC ଲିମିଟେଡ୍ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର ସମ୍ପତ୍ତି। ବାଲେଶ୍ବରରେ ଗୋଟିଏ ବଡ଼ ଅଟ୍ଟାଳିକା ରହିଥିବାବେଳେ ମାର୍କେଟ କମ୍ପ୍ଲେକ୍ସ ଓ ଜିମ୍...