ଲାଞ୍ଚ ନେଇ ଧରାପଡ଼ିଲେ ୨ ଯନ୍ତ୍ରୀ, ବିଲ୍ ପାସ୍ କରାଇବା ପାଇଁ ଠିକାଦାରଙ୍କଠାରୁ … ବାରିପଦା,୫ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଲାଞ୍ଚ ନେଇ ଧରାପଡ଼ିଛନ୍ତି ଦୁଇ ଯନ୍ତ୍ରୀ। ମୟୂରଭଞ୍ଜ ଜିଲା ଉଦଳାସ୍ଥିତ ଓଡ଼ିଶା ଲିଫ୍ଟ ଇରିଗେସନ କର୍ପୋରେଶନ (ଓଏଲଆଇସି) ଉପ-ବିଭାଗରେ କାର୍ଯ୍ୟରତ ଦୁଇ ଅଧିକାରୀ ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ମାଡ଼ିବସିଛି। ଏକ ବିଲ୍ ପାସ କରିବା...