୨୩ ସୁଦ୍ଧା କନିଷ୍ଠ ଶିକ୍ଷକଙ୍କ ସିସିଆର୍ ଦାଖଲ ନିର୍ଦ୍ଦେଶ
ଭୁବନେଶ୍ୱର,୧୩ା୨(ସୁଚିସ୍ମିତା ସାହୁ): ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩ ହଜାର ୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି ଦିଆଯାଇଛି। ନିର୍ଦ୍ଦେଶାଳୟ ପକ୍ଷରୁ ଜାରି ଚୂଡ଼ାନ୍ତ ପଦୋନ୍ନତି ତାଲିକାକୁ ନେଇ ସେମାନଙ୍କର ପର୍ଫର୍ମାନ୍ସ ଆପ୍ରେଜାଲ ରିପୋର୍ଟ (ପାର୍), ସମ୍ପତ୍ତି ବିବରଣୀ, ଭିଜିଲାନ୍ସ ଏବଂ…
OTET ବିନା ନିଯୁକ୍ତି ନିୟମିତକରଣ: ଓଡ଼ିଶାରେ ଶିକ୍ଷକ ନିଯୁକ୍ତି ନୀତି ଉଲ୍ଲଂଘନର ତଦନ୍ତ ଆରମ୍ଭ
ଭୁବନେଶ୍ୱର,୧୫।୮: ଓଡ଼ିଶାରେ ଅନେକ କନିଷ୍ଠ ଶିକ୍ଷକ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଉତ୍ତୀର୍ଣ୍ଣ ନହୋଇ ମଧ୍ୟ ଛଅ ବର୍ଷ ସେବା ପରେ ସରକାରୀ ଚାକିରିରେ ନିୟମିତ ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଏହି ଘଟଣାକୁ ଗୁରୁତର ଭାବେ ଗ୍ରହଣ କରି…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, କନିଷ୍ଠ ଶିକ୍ଷକଙ୍କ ବଢିଲା ଦରମା
ଭୁବନେଶ୍ୱର,୧୨।୨: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। କନିଷ୍ଠ ଶିକ୍ଷକଙ୍କ ଦରମା ବଢାଇଲେ ରାଜ୍ୟ ସରକାର। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ମାସିକ ୫ହଜାର ଦରମା ବୃଦ୍ଧି କଲେ ସରକାର। ଏଣିକି ୧୧ ହଜାରରୁ…
ନିୟମିତ ହେବେ ୯୨୦୦ କନିଷ୍ଠ ଶିକ୍ଷକ
ଭୁବନେଶ୍ୱର,୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ): ରାଜ୍ୟରେ କାର୍ଯ୍ୟରତ ୯ ହଜାର ୨୦୦ କନିଷ୍ଠ ଶିକ୍ଷକ ନିୟମିତ ହେବେ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି କରାଯାଇଛି। ଯେଉଁମାନେ ଚାକିରି ସର୍ତ୍ତାବଳୀ ଅନୁଯାୟୀ ନିରବିଚ୍ଛନ୍ନ ଭାବେ ୬ବର୍ଷ କାର୍ଯ୍ୟ…
କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ସରକାର
ଭୁବନେଶ୍ୱର,୧୩ା୩(ଅସମାପିକା ସାହୁ): ରାଜ୍ୟ ସରକାର ବୁଧବାର କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଛନ୍ତି। ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ…
ରାଜ୍ୟରେ ନିୟୋଜିତ ହେବେ ୧୦ ହଜାର ନୂତନ କନିଷ୍ଠ ଶିକ୍ଷକ
ଭୁବନେଶ୍ୱର, ୪।୩: ରାଜ୍ୟରେ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟସ୍ତରରେ ଖାଲିଥିବା ପଦବୀଗୁଡ଼ିକ ପୂରଣ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ମର୍ମରେ ୧୦ ହଜାର କନିଷ୍ଠ ଶିକ୍ଷକ(ସ୍କିମାଟିକ୍) ନିୟୋଜିତ କରିବା ପାଇଁ ସ୍ଥିର କରାଯାଇଛି। ଏହି ନିୟୋଜନ…
ହାଇକୋର୍ଟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଶୁଣାଣି ଶେଷ, ରାୟ ସଂରକ୍ଷିତ
କଟକ,୩୧ା୧(କାର୍ତ୍ତିକ ସାହୁ): ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ଶୁଣାଣି ବୁଧବାର ଶେଷ ହୋଇଛି। ବିଚାରପତି ବିରଜା ପ୍ରସନ୍ନ ଶତପଥୀଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ରାୟକୁ…
Archives


