କନିଷ୍ଠ ଶିକ୍ଷକ ପରୀକ୍ଷା ଫଳକୁ ନେଇ ବଢ଼ୁଛି ଅସନ୍ତୋଷ; ସ୍ପଷ୍ଟୀକରଣ ଦେଲା OSEPA ଭୁବନେଶ୍ୱର,୧୮।୧: କନିଷ୍ଠ ଶିକ୍ଷକ(ସ୍କିମାଟିକ) ଲିଖିତ ପରୀକ୍ଷା ଫଳ ପ୍ରକାଶ ପରେ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି। ପ୍ରାର୍ଥୀଙ୍କ ସମୁଦାୟ ମାର୍କ ପ୍ରକାଶ କରିବା, ନର୍ମାଲାଇଜେସନ୍ ପ୍ରକ୍ରିୟା ଓ ମାର୍କ ପ୍ରକାଶ କରିବା ସହ ସମସ୍ତ ପରୀକ୍ଷାର୍ଥୀଙ୍କ ମାର୍କକୁ ସାର୍ବଜନୀନ...