ସବୁଠି ନ୍ୟାୟକୁ ସମର୍ଥନ
ସାରା ବିଶ୍ୱରେ ଆର୍ଥିକ ଅଭିବୃଦ୍ଧି ସର୍ବଦା ସମାନ ସୁଯୋଗ କିମ୍ବା ସହଭାଗୀ ସମୃଦ୍ଧିରେ ପରିଣତ ହୋଇନାହିଁ। ଗଠନମୂଳକ ଅସମାନତା ଜାରି ରହିଛି, ଯାହା ଉତ୍ତମ କାର୍ଯ୍ୟ, ସାମାଜିକ ସୁରକ୍ଷା, ସ୍ବାସ୍ଥ୍ୟସେବା, ଶିକ୍ଷା ଏବଂ ଭେଦଭାବମୁକ୍ତ ଜୀବନକୁ ପ୍ରଭାବିତ କରୁଛି। ଏହି ପରିପ୍ରେକ୍ଷୀରେ…


