ଜଷ୍ଟିସ୍ ବିଭୂପ୍ରସାଦ ରାଉତରାୟଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ୱ, ଆସନ୍ତା…
କଟକ,୧୩।୧୧: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବରିଷ୍ଠ ବିଚାରପତି ଜଷ୍ଟିସ୍ ବିଭୂପ୍ରସାଦ ରାଉତରାୟଙ୍କୁ ନିଯୁକ୍ତି ମିଳିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅନୁମୋଦନ କ୍ରମେ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ଏ ସଂକ୍ରାନ୍ତରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।…

