ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି ହେବେ ଓଡ଼ିଶାର ସଙ୍ଗମ କୁମାର ସାହୁ କଟକ,୧୯ା୧୨: ସୁପ୍ରିମକୋର୍ଟ କଲେଜିୟମ୍ ଓଡିଶା ହାଇକୋର୍ଟ ବିଚାରପତି ସଙ୍ଗମ କୁମାର ସାହୁଙ୍କୁ ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି ନିଯୁକ୍ତ ଦେବା ପାଇଁ ଗୁରୁବାର ସୁପାରିଶ କରିଛି। ମୁଖ୍ୟ ବିଚାରପତିଙ୍କ ନେତୃତ୍ୱରେ ଗଠିତ କଲେଜିୟମ୍ ଦେଶର ବିଭିନ୍ନ ହାଇକୋର୍ଟରେ ଖାଲି ପଡ଼ିବାକୁ ଥିବା...