ଆରମ୍ଭ ହେଲା ବିଧାୟକଙ୍କ ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମ ଭୁବନେଶ୍ୱର,୧୭ା୮: ଭୁବନେଶ୍ବରରେ ନୂଆ ବିଧାୟକଙ୍କ ପାଇଁ ଶନିବାର ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଉଦ୍ଘାଟନ କରିଛନ୍ତି। ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମ ଦୁଇଦିନ ପାଇଁ ଚାଲିବ।…