ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ଏହି ଟୁର୍ନାମେଣ୍ଟ ଫେବୃଆରୀ ୭ ତାରିଖରେ ଆରମ୍ଭ ହେବ, ଏବଂ...