ଦିଲ୍ଲୀ ଅବକାରୀ ନୀତି ମାମଲାରେ ପୂର୍ବତନ ଏମପି କେ. କବିତା ନିର୍ଦ୍ଦୋଷରେ ଖଲାସ, କୋର୍ଟ ରାୟ ଉପରେ କହିଲେ… ନୂଆଦିଲ୍ଲୀ,୨୭।୨: ଦିଲ୍ଲୀର ଏକ କୋର୍ଟ ତେଲଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର)ଙ୍କ ଝିଅ କେ. କବିତାଙ୍କୁ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତିରେ ଦୋଷମୁକ୍ତ କରିଛନ୍ତି। ରାୟ ଉପରେ ପ୍ରତିକ୍ରିୟା ଦେଇ ତେଲଙ୍ଗାନା ଜାଗୃତିର ପ୍ରତିଷ୍ଠାତା କେ. କବିତା ‘ସତ୍ୟମେବ…