କୁମାର ପୂର୍ଣ୍ଣମୀ ପୂର୍ବରୁ ଦିଗପହଣ୍ଡିରେ ପୋଲିସର ଚଢ଼ାଉ: ଛତ୍ରଭଙ୍ଗ ଦେଲେ ଜୁଆଡ଼ି; ୯ ଗିରଫ, ନଗଦ ୧.୫୫ ଲକ୍ଷ ଟଙ୍କା…
ଦିଗପହଣ୍ଡି,୨୨।୧୦(ଅଶେଷ ନାଥ ମିଶ୍ର): ଆଶ୍ୱିନ ପାର୍ବଣ ଦଶହରା ଓ କୁମାର ପୂର୍ଣ୍ଣମୀ ପୂର୍ବରୁ ଅଞ୍ଚଳରେ ଚାଲିଥିବା ବେଆଇନ ଜୁଆ ଖେଳ ଉପରେ କେ. ନୂଆଗାଁ ପୋଲିସର କଡ଼ା ପ୍ରହାର। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଗ୍ରାମରେ ଚାଲିଥିବା ଏକ…
ପାଟ୍ରୋଲିଂ ବେଳେ କାର୍ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍-ଖଣ୍ଡା ଜବତ…
ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନଙ୍କ ଜାମିନ ଆବେଦନ ଖାରଜ…
କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢାଉ, ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ୩ ଗିରଫ
ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଅତର୍କିତ ଭାବେ ଚଢ଼ାଉ କରିଥିଲା । ଏହି ସମୟରେ ପୋଲିସକୁ ହତ୍ୟା ଉଦ୍ୟମ କରିଥିବା ବେଳେ କେ.…

