ନୂଆ ସିଏଜି ହେଲେ କେ. ସଞ୍ଜୟ ମୂର୍ତ୍ତି: ସରିଲା ଗିରୀଶ ଚନ୍ଦ୍ର ମୁର୍ମୁଙ୍କ କାର୍ଯ୍ୟକାଳ ନୂଆଦିଲ୍ଲୀ,୧୮।୧୧: ୧୯୮୯ ବ୍ୟାଚର ଆନ୍ଧ୍ର ପ୍ରଦେଶ କ୍ୟାଡର ଆଇଏଏସ୍ ସଞ୍ଜୟ ମୂର୍ତ୍ତିଙ୍କୁ ପରବର୍ତ୍ତୀ ଭାରତର କମ୍ପଟ୍ରୋଲର ଏଣ୍ଡ ଅଡିଟର ଜେନେରାଲ (ସିଏଜି) ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପତି ମୁର୍ମୁ। ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ସ୍ଥାନ ନେବେ କେ. ସଞ୍ଜୟ ମୂର୍ତ୍ତି।...